ଜାନୁଆରି ୭, ୧୯୧୪ ହେ ଭଗବାନ୍ ! ସେହି ସମସ୍ତଙ୍କୁ ଶାନ୍ତି ଦିଅ, ଆଲୋକ ଦିଅ, ସେମାନଙ୍କ ଅନ୍ଧଚକ୍ଷୁ ଓ ତମସାଚ୍ଛନ୍ନ ବୁଦ୍ଧି ଖୋଲିଦିଅ; ସେମାନଙ୍କର ନିଷ୍ଫଳ ଆତ୍ମପୀଡ଼ନ ଓ ନିରର୍ଥକ ଦୁଶ୍ଚିନ୍ତା ଶାନ୍ତ କରିଦିଅ । ସେମାନଙ୍କର Read More »